www.samajalive.in
Friday, December 5, 2025
23.1 C
Bhubaneswar

ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍ ବନ୍ଦ ନିର୍ଦେଶ

ଯାଜପୁର : ବିଞ୍ଝାରପୁରରେ ସମସ୍ତ ଢାବା ଓ ଫାଷ୍ଟଫୁଡ୍ ବନ୍ଦ ନିର୍ଦେଶ। ଚାଟ୍ , ଗୁପଚୁପ୍ , ଆଇସକ୍ରିମ୍ ଫ୍ୟାକ୍ଟ୍ରି ବନ୍ଦ ରଖିବାକୁ ନିର୍ଦେଶ ରହିଛି। ଏପରିକି ପାଣି ପାଉଚ୍, ମାଛ, ଚିକେନ୍ ଓ ମଟନ୍ ଦୋକାନ ମଧ୍ୟ ବନ୍ଦ ରହିବ। ହୋଟେଲ୍‌ , ଜଳଖିଆ ଓ ମିଠା ଦୋକାନ ଗୁଡିକୁ ସ୍ଵଚ୍ଛତା ରଖିବାକୁ ନିର୍ଦେଶ ଦିଆଯାଇଛି। ଯେଉଁ ଦୋକାନୀମାନେ ଏହାକ ଖିଲାପ କରିବେ ସେ ସବୁ ଦୋକାନ ଗୁଡିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିବାକୁ ଚେତାବନୀ ଦିଆଯାଇଛି। ଦୁଇ ସପ୍ତାହ ପାଇଁ ବନ୍ଦ ରଖିବାକୁ ତହସିଲ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶ ରହିଛି। ବିବାହ, ବ୍ରତଘର ଏବଂ ଜନ୍ମଦିନ ଭୋଜିକୁ ସମୂହ ବର୍ଜନ କରିବା ଲାଗି ଲୋକଙ୍କୁ ପରାମର୍ଶ ଦିଆଯାଇଛି।

Hot this week

ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories