www.samajalive.in
Friday, December 12, 2025
19.1 C
Bhubaneswar

ବ୍ୟାସ ସରୋବର ମେଳା ଓ ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ

ଯାଜପୁର: ଆସନ୍ତାକାଲି ଯାଜପୁରର ପ୍ରସିଦ୍ଧ ବ୍ୟାସ ସରୋବର ମେଳା ଓ ମହୋତ୍ସବ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବ୍ୟାସନଗର ପୌର ପରିଷଦ ପକ୍ଷରୁ ଆୟୋଜିତ ହେଉଥିବା ଏହି ମହୋତ୍ସବ ୧୫ରେ ଶେଷ ହେବ। ଯାଜପୁର ଜିଲ୍ଲାପାଳ ଏହାକୁ ଉଦ୍‌ଘାଟନ କରିବେ। ମହୋତ୍ସବର ପ୍ରତ୍ୟେକ ଦିନ ସଂଧ୍ୟାରେ ନାମିଦାମୀ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷିତ ହେବ। ଓରମାସ୍‌, ଏମ୍‌ଏସ୍‌ଏମ୍‌ଇ , ହ୍ୟାଣ୍ଡଲୁମ୍‌ ଓ ହ୍ୟାଣ୍ଡିକ୍ରାଫ୍ଟ ଷ୍ଟଲମାନ ଖୋଲାଯିବ ବୈଠକରେ ଆଲୋଚନା  ହୋଇଥିବା ଜଣାପଡିଛି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories