www.samajalive.in
Sunday, December 7, 2025
23.1 C
Bhubaneswar

ଅଗ୍ନିକାଣ୍ଡ ବିପନ୍ନଙ୍କୁ ବିଧାୟକଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ

ଯାଜପୁର : ଯାଜପୁର ସହରର କଲେଜ ରୋଡ ନିକଟସ୍ଥ ଲଳିତେଶ୍ୱର ନିକଟରେ ଘଟିଥିବା ଅଗ୍ନିକାଣ୍ଡ ବିପନ୍ନଙ୍କୁ ଯାଜପୁର ବିଧାୟକଙ୍କ ପକ୍ଷରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଯାଜପୁର ପୌରପାଳିକାର ପୂର୍ବତନ ଅଧ୍ୟକ୍ଷ ଭବପ୍ରସାଦ ଦାସଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଅଗ୍ନିବିପନ୍ନ ପରିବାରଙ୍କୁ ଭେଟି ବିଧାୟକ ଦେଇଥିବା ନଗଦ ୫୦ ହଜାର ଟଙ୍କା ପ୍ରଦାନ କରିଥିଲେ । ସେହିପରି ଯାଜପୁର ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ବିପନ୍ନଙ୍କୁ କମ୍ବଳ ଓ ପାଲ ବଣ୍ଟନ କରିଥିଲେ । ବିପନ୍ନମାନଙ୍କୁ ପ୍ରଶାସନ ପକ୍ଷରୁ ଅନ୍ୟତ୍ର ଥଇଥାନ କରାଯାଇଛି । ଏଥିସହିତ ଆଗାମୀ ୩ ଦିନ ପାଇଁ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ସ୍ଥାନୀୟ ସରପଞ୍ଚଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories