www.samajalive.in
Friday, December 12, 2025
14.1 C
Bhubaneswar

ଟ୍ରକ-କାର ଧକ୍କାରେ ଦମ୍ପତି ମୃତ

ଯାଜପୁର: ଏନ୍‍ଏଚ୍‍-୧୬ ପାଣିକୋଇଲି ଛକ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରକକୁ ପଛରେ କାର ପିଟିଲା କାର ହେବାରୁ ଘଟଣା ସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ହୋଇଛି । କଟକରୁ ବାଲେଶ୍ୱର କାରରେ ଯୋଗେ ଯାଉଥିବା ବେଳେ ପାଣିକୋଇଲି ଛକରେ ଏହି ଦୁର୍ଘଟଣା ଘଟିଛି । ୩ଜଣ ଆହତଙ୍କ ମଧ୍ୟରୁ ୨ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ମୃତକ ବିନୋଦ ଜେନା ଓ ସ୍ତ୍ରୀ ସୁସ୍ମିତା ଜେନା । ଉଭୟଙ୍କ ଘର ବାଲେଶ୍ୱର ଜିଲା ସୋର ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories