www.samajalive.in
Saturday, December 6, 2025
16.1 C
Bhubaneswar

କିନ୍ନର ବେଶରେ ପିଲା ଚୋରି, ଧରାପଡିଲେ ଦୁଇ ଅଭିଯୁକ୍ତ

ଯାଜପୁର:  କିନ୍ନର ବେଶରେ ଠାକୁରମୁଣ୍ଡାରୁ ଶିଶୁକନ୍ୟା ଚୋରି ଘଟଣା। ପୁଲିସ୍ ଯାଜପୁର ରୋଡ୍ ଥାନା କାଚହୁଡି ସାହିରୁ ଶିଶୁ କନ୍ୟାଟିକୁ ଉଦ୍ଧାର କରିଥିବା ସୂଚନା ମିଳିଛି।  ଚୋରି କରିଥିବା କିନ୍ନରକୁ ପିଲା ସହ  ଅନ୍ୟ କିନ୍ନରମାନେ ଧରିଥିବାବେଳେ ଚୋର ଦୁଇ ଜଣ କିନ୍ନର ହୋଇନଥିବା ଜଣାପଡିଛି। ଗତ୧୭ ତାରିଖରେ ଶିଶୁ କନ୍ୟାଟି ମା ବାସୁଳେଇ ଯାତ୍ରା ବୁଲିବାକୁ ଆସିଥିବାବେଳେ  ଠାକୁରମୁଣ୍ଡାରୁ ଯୁବକ ଜଣକ  ଚୋରି କରିନେଇଥିଲା। ଉଭୟ ଶାଢୀ ପିନ୍ଧି ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିଲେ। ଏବଂ ବିଭିନ୍ନ ଉଭୟ ବିଭିନ୍ନ ଅପରାଧୀକ ମାମଲାରେ ସମ୍ପୃକ୍ତ ଥିବା ଜଣାପଡିଛି। ଯାଜପୁର ପୁଲିସ୍ ଦୁଇ ଜଣଙ୍କୁ ଅଟକ ରଖି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories