www.samajalive.in
Monday, December 8, 2025
14.1 C
Bhubaneswar

ବାଣ ନିଆଁରେ ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

ଯାଜପୁର: ଯାଜପୁର ଜିଲ୍ଲା ସୁକିନ୍ଦାରେ ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡି ଜଗନ୍ନାଥଙ୍କ ରଥରେ ନିଆଁ ଲାଗି ଯାଇଛି। ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ ମନ୍ଦିରରେ ରଥଯାତ୍ରାରେ ବ୍ୟବହୃତ ରଥଟି ରଥଯାତ୍ରା ପରେ ମନ୍ଦିର ସମ୍ମୁଖରେ ରହିଥିଲା। ରାତିରେ ଏକ ବାହାଘର ପ୍ରୋସେସନ୍ ଯାଉଥିବାବେଳେ ରଥ ଉପରେ ନିଆଁ ପଡି ଯାଇ ଜଳି ଯାଇଥିଲା। ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମବାହିନୀକୁ ଖବର ଦେଇଥିଲେ। ପରେ ଅଗ୍ନିଶମବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥି​‌ଲେ। ରଥର ଅଧିକାଂଶ ଅଂଶ ଜଳି ଯାଇଥିବା ଦେଖିବାକୁ ମିଳିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories