www.samajalive.in
Sunday, December 7, 2025
14.1 C
Bhubaneswar

ପ୍ରଚଣ୍ଡ ଶବ୍ଦରେ ଥରିଲା ଭଦ୍ରକ, କେନ୍ଦୁଝର ଓ ଯାଜପୁର

ଯାଜପୁର: ପ୍ରଚଣ୍ଡ ଶବ୍ଦରେ ଥରିଲା ରାଜ୍ୟର ୩ ଜିଲ୍ଲା । ଭଦ୍ରକ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ବଡ଼ ଧରଣର ଶବ୍ଦ ଶୁଭିଥିବା ସୂଚନା । ଶବ୍ଦରେ କୌଣସି କ୍ଷତି ହୋଇଥିବା ସୂଚନା ମିଳିନାହିଁ । ଭୂମିକମ୍ପ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ । କେଉଁ କାରଣରୁ ଏପରି ଶବ୍ଦ ଆସିଲା ଜଣାପଡ଼ିନାହିଁ । ପ୍ରଚଣ୍ଡ ଶବ୍ଦ ଯୋଗୁଁ ଲୋକମାନେ ବାହାରକୁ ବାହାରି ଆସିଥିଲେ ।

Hot this week

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

Related Articles

Popular Categories