www.samajalive.in
Sunday, December 14, 2025
26.1 C
Bhubaneswar

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ କିରାଣି

ଯାଜପୁର : ଭିଜିଲାନ୍ସ ଜାଲରେ ଫସିଲେ କିରାଣି। ଜଣେ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେଇ ଗୁରୁବାର ଭିଜିଲାନ୍ସ ହାତରେ କବିରପୁର ସ୍ଥିତ ପୁରୁଷୋତ୍ତମପୁର ହାଇସ୍କୁଲ କିରାଣି ମହେଶ୍ୱର ସାମଲ ଧରାପଡିଛନ୍ତି। ଅବସରପ୍ରାପ୍ତ ଶିକ୍ଷକଙ୍କ ଠାରୁ ୪ ହଜାର ଲାଞ୍ଚ ନେଇ ଧରାପଡିଛନ୍ତି। ପେନ୍‌‌ସନ୍‌‌ କାଗଜପତ୍ର କରାଇବାକୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଘଟଣାର ତଦନ୍ତ ଜାରି ରହିଛିା

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories