www.samajalive.in
Saturday, December 6, 2025
16.1 C
Bhubaneswar

ଅଟୋକୁ ପଛରୁ ଧକ୍କା ଦେଲା ଟ୍ରକ ; ୨ ମୃତ

ଯାଜପୁର : ଅଟୋକୁ ପଛରୁ ଧକ୍କା ଦେଲା ଟ୍ରକ। ଚାଲିଗଲା ୨ ଜଣଙ୍କ ଜୀବନ। ପାଣିକୋଇଲି ଛକ ନିକଟରେ ମଙ୍ଗଳବାର ସକାଳେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ୧୨ ବର୍ଷର ନାବାଳିକା ଓ ୭ ବର୍ଷର ନାବାଳକ ରହିଛନ୍ତି। ଜଗା ଦର୍ଶନ ପାଇଁ ଭଦ୍ରକରୁ ଅଟୋରେ ପରିବାର ଯାଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଏହି ଦୁର୍ଘଟଣାରେ ଆଉ ୫ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ଜିଲା ମୁଖ୍ୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories