www.samajalive.in
Saturday, December 6, 2025
16.1 C
Bhubaneswar

ବୁଲୁଛି ହାତୀ ; ଭୟଭୀତ ଗ୍ରାମବାସୀ

ଯାଜପୁର : ଦଶରଥପୁର ପଞ୍ଜରାସାହି ସ୍କୁଲ ପଛରେ ବୁଲିଛି ହାତୀ। ଏନେଇ ଶନିବାର ଖବର ମିଳିଛି। ହ୍ରଦଗଡରୁ ଜଙ୍ଗଲୀ ହାତୀଟି ବୈତରଣୀ ନଦୀ ଦେଇ ଆସିଥିବା ଜଣାପଡିଛି। ଅତି ନିକଟରୁ ହାତୀଟିକୁ ଦେଖି ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ହାତୀକୁ ଜଙ୍ଗଲକୁ ଘଉଡାଇବା ପାଇଁ ଖବର ପାଇ ବନ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories