www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ  ଜୟନ୍ତୀ ପାଳନ

ଯାଜପୁର : ଯାଜପୁର ଜିଲ୍ଲା ଧର୍ମଶାଳା ବିଜେପି ତରଫରୁ ଜନପ୍ରିୟ ନେତା ହିମାଂଶୁ ଶେଖର ସାହୁଙ୍କ ନେତୃତ୍ୱରେ  ବାବା ଗୋକରର୍ଣ୍ଣେଶ୍ଵର ମନ୍ଦିର ପ୍ରାଙ୍ଗଣରେ ସମସ୍ତ ଦେବ ଦୁର୍ଲଭ କାର୍ଯ୍ୟକର୍ତ୍ତା ଏବଂ କର୍ମୀମାନଙ୍କ ଉପସ୍ଥିତିରେ, ଭାରତରତ୍ନ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୯୯ ତମ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବନ୍ଦେ ମାତରମ  ଗାନ ପରେ ଦୀପ ପ୍ରଜ୍ଜ୍ୱଳନ ପୂର୍ବକ ସ୍ବର୍ଗତଃ ବାଜପେୟୀଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇଥିଲା, ବାଜପେୟୀ ଜୀଙ୍କ ସ୍ମୃତିଚାରଣ କରି, ଶ୍ରୀ ବାଜପେୟୀଙ୍କ  ବହୁ ମୁଖି ପ୍ରତିଭା ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କର ଜନକଲ୍ୟାଣ କାରୀ ଯୋଜନା ସମ୍ପର୍କରେ ଆଲୋଚନା କରାଯାଇଥିଲା।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories