www.samajalive.in
Saturday, December 6, 2025
16.1 C
Bhubaneswar

ଦନ୍ତା ଆକ୍ରମଣରେ ଯୁବକ ମୃତ

ଯାଜପୁର : ପୁଣି ହାତୀ ଆକ୍ରମଣରେ ଚାଲିଗଲା ଆଉ ଏକ ଜୀବନ। ଶୌଚ ହେବାକୁ ଯାଇଥିବା ବେଳେ ଦନ୍ତା ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କୋରେଇ ବ୍ଲକ ତନ୍ଦରା ଗାଁରେ ଦନ୍ତା ଆକ୍ରମଣରେ ଗୁରୁବାର ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ଖବର ପାଇ ଘଟଣା ସ୍ଥଳରେ ବନ ବିଭାଗ ଟିମ୍‌‌ ପହଞ୍ଚିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories