www.samajalive.in
Saturday, December 6, 2025
16.1 C
Bhubaneswar

ଶେଷ ଦିନରେ ପ୍ରୀତିରଞ୍ଜନ ଓ ଝିଲ୍ଲିକଙ୍କ ପ୍ରଚାର 

ଯାଜପୁର : ଚଳିତ ୨୦୨୪ ସାଧାରଣ ନିର୍ବାଚନର ପ୍ରଚାର ଶେଷ ଦିନରେ ପ୍ରୀତିରଞ୍ଜନ ଘଡେଇ  ଓ ପତ୍ନି ଝିଲ୍ଲିକ ଭଟ୍ଟାଚର୍ଯ୍ୟ ଦଳୀୟ କର୍ମୀମାନଙ୍କ ସହ ସୁକିନ୍ଦା ବ୍ଲକର ବିଭିନ୍ନ ପଞ୍ଚାୟତରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ସୁକିନ୍ଦା ବ୍ଲକର ବନ୍ଧଗାଁ, ଦୁଧୁଯୋରି ଓ ଦାନଗଦି ବ୍ଲକର ଉଚ୍ଚବାଲି, ଓ ଚାନ୍ଦିଆ ପଞ୍ଚାୟତରେ ପ୍ରଚାର କରୁଥିବା ଦେଖିବାକୁ ମିଳିଛି। ଏହି କାର୍ଯ୍ୟକ୍ରମରେ ସୁକିନ୍ଦା ବ୍ଲକ ବିଜେଡି ସଭାପତି ବିବେକାନନ୍ଦ ବୋଷ,ଭାଗ୍ୟଲକ୍ଷ୍ମୀ ରାଉତ, ଜୟନ୍ତ ରାଉତଙ୍କ ସମେତ ଶତାଧିକ ମହିଳା ଓ ପୁରୁଷ କର୍ମୀ ଯୋଗଦେଇଥିଲେ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories