www.samajalive.in
Friday, December 5, 2025
26.1 C
Bhubaneswar

ନିର୍ବାଚନ ଡ୍ୟୁଟି ବେଳେ ବିଏଲଓଙ୍କ ମୃତ୍ୟୁ

ଯାଜପୁର: ଶନିବାର ନିର୍ବାଚନ ଡ୍ୟୁଟି ବେଳେ ବିଏଲଓଙ୍କ ମୃତ୍ୟୁ ଘଟିଛି। ବିଂଝାରପୁର ନିର୍ବାଚନ ମଣ୍ଡଳୀ ଫତେପୁରର ବୁଥ ନମ୍ବର ୧୫୭ର ବିଏଲଓ ମନୋରଞ୍ଜନ ସାହୁଙ୍କ ଆକସ୍ମିକ ମୃତ୍ୟୁ ଘଟିଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ପୁରୀ ବାଣ ବିସ୍ଫୋରଣ ଘଟଣା ; ଆଉ ଜଣେ ମୃତ, ମୃତ୍ୟୁ ସଂଖ୍ୟା ୮

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories