www.samajalive.in
Monday, December 15, 2025
27.1 C
Bhubaneswar

ଦୁର୍ଘଟଣାରେ ମା’ପୁଅ ମୃତ

ଯାଜପୁର: ଅଜଣା ଗାଡ଼ି ଧକ୍କାରେ ମା’ପୁଅଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜାତୀୟ ରାଜପଥ ୧୬ ବଡ଼ଚଣା ଥାନା ବନ୍ଦାଳ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବିବାହ ଭୋଜିକୁ ଯାଉଥିବାବେଳେ ଏକ ଅଜଣା ଗାଡ଼ି ମା’ପୁଅଙ୍କୁ ଧକ୍କା ଦେଇଥିଲା।

Hot this week

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

Related Articles

Popular Categories