www.samajalive.in
Monday, December 8, 2025
13.1 C
Bhubaneswar

ନୃତ୍ୟ ଅଭ୍ୟାସ ବେଳେ ଚାଲିଗଲା ନୃତ୍ୟ ଗୁରୁଙ୍କ ଜୀବନ

ଯାଜପୁର : ନୃତ୍ୟ ଅଭ୍ୟାସ ବେଳେ ଚାଲିଗଲା ନୃତ୍ୟ ଗୁରୁଙ୍କ ଜୀବନ । ଷଠୀପୁର ସ୍ଥିତ କ୍ୟାମ୍ପରେ ଯାଜ୍ଞସେନି ଅପେରା ଡ୍ୟାନ୍ସ ଗୁରୁଙ୍କ ମୃତ୍ୟୁ ଘଟିଛି । ଯାତ୍ରାପାର୍ଟି କଳାକାରଙ୍କୁ ନୃତ୍ୟୁ ପ୍ରଶିକ୍ଷଣ ଦେଉଥିବା ବେଳେ ନୃତ୍ୟ ଗୁରୁ ମାୟାଧର ଜେନାଙ୍କ ମୃତ୍ୟୁ ହୋଇଛି । ନୃତ୍ୟୁ ଅଭ୍ୟାସ ବେଳେ ସେ ହଠାତ୍‌ ଅସୁସ୍ଥ ହୋଇ ପଡିଥିଲେ, ତାଙ୍କୁ ଉଦ୍ଧାର କରାଯାଇ ତୁରନ୍ତ ମେଡିକାଲ ନିଆଯାଇଥିଲା । ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଏହି ଘଟଣାରେ ଶୋକର ଛାୟା ଖେଳି ଯାଇଛି ।

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories