www.samajalive.in
Saturday, December 6, 2025
26.1 C
Bhubaneswar

ମାଟି ଅତଡା ଧସି ଝିଅ ମୃତ, ବାପା ଗୁରୁତର

ଯାଜପୁର : ମାଟି ଅତଡା ଧସି ଝିଅର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି । କଳିଙ୍ଗନଗର ଥାନା ନଡିଆଭଙ୍ଗା ବାଉଁଶନଳୀ ଗାଁରେ ଶୁକ୍ରବାର ଏହି ଅଘଟଣ ଘଟିଛି ।ରେଙ୍ଗାଳି କେନାଲ ମାଟି ଅତଡାରେ ଚାପି ହୋଇ ଝିଅର ମୃତ୍ୟୁ ହୋଇଛି । ଗୁରୁତର ଅବସ୍ଥାରେ ବାପାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଶୌଚ ହେବାକୁ ଯାଇଥିବା ବେଳେ ମାଟି ଅତଡା ଧସିଥିବା ନେଇ ସୂଚନା ମିଳିଛି ।

ପୁଣି ମହଙ୍ଗା ମାଡ; ବଢିଲା ଏଲପିିଜି ଗ୍ୟାସ ସିଲିଣ୍ଡର ଦାମ୍‌..

- Advertisement -

 

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories