www.samajalive.in
Saturday, December 6, 2025
16.1 C
Bhubaneswar

ଗର୍ଭବତୀ ନାବାଳିକାଙ୍କୁ ପୋଡି ମାରିବା ଘଟଣା ; ବାପା-ମାଆଙ୍କୁ ଆଜୀବନ ଦଣ୍ଡାଦେଶ

ଯାଜପୁର : ଗର୍ଭବତୀ ନାବାଳିକାଙ୍କୁ ପୋଡି ମାରିବା ଘଟଣାରେ ବାପା-ମାଆଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ନାବାଳିକାଙ୍କ ମୃତ୍ୟୁକୁ ନେଇ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡି ବାପା-ମାଆ ନଦୀରେ ଭସାଇ ଦେଇଥିଲେ। ଏହି ମାମଲାର ଫଇସଲା ହୋଇ କୋର୍ଟ ବାପା-ମାଆଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।

ଦେଖନ୍ତୁ ଛାତିଥରା ଭିଡିଓ ; ସାଙ୍ଗଙ୍କ ସହ ରାଫ୍ଟିଂ ପାଇଁ ଯାଇ ଋଷିକେଶ ନଦୀରେ ଭାସି ଯାଇ ଚାଲିଗଲା ଜୀବନ, ଜୀବନ ରକ୍ଷା କରିବାକୁ କରୁଥିଲେ ସଂଘର୍ଷ

- Advertisement -

 

ଶନିଙ୍କ ରାଶିରେ ରାହୁଙ୍କ ଚଳନ ; ମେ’ରେ ଏହି ରାଶି ହେବେ ମାଲାମାଲ୍‌

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories