www.samajalive.in
Friday, December 5, 2025
23.1 C
Bhubaneswar

୨୪ ଯାଏଁ ଯାଜପୁରରେ ସବୁ ସ୍କୁଲ୍‌ ଛୁଟି

ଯାଜପୁର : ଡାଇରିଆ ପାଇଁ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଯାଜପୁର ଜିଲାରେ ବନ୍ଦ ରହିବ ସମସ୍ତ ବିଦ୍ୟାଳୟ। ବିଦ୍ୟାଳୟ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଶିକ୍ଷକ ଓ ଅଙ୍ଗନବାଡି କର୍ମୀ ସ୍କୁଲ୍‌ ଆସି ପରିମଳ ବ୍ୟବସ୍ଥା ପରଖିବେ ବୋଲି ସୂଚନା ମିଳିଛି।

ସେହିପରି ଗତକାଲି ଯାଜପୁରରେ ଆଉ ୪୯ ନମୁନାରୁ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ଯାଜପୁର ସିଡିଏମ୍‌ଓ ସୂଚନା ଦେଇଛନ୍ତି । ଦୁଇଟି ପର୍ଯ୍ୟାୟରେ ହୋଇଥିବା ନମୁନାରୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ନମୁନାରୁ ୫ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ବଡ ଖୁସି ନେଇ ଆସୁଛି ଜୁଲାଇ ; ଗୋଟିଏ ପରେ ଗୋଟିଏ ରାଜଯୋଗ, ଏହି ରାଶି ହେବେ କୋଟିପତି, ଖୋଲିବ ବନ୍ଦ ଭାଗ୍ୟର ତାଲା

- Advertisement -

ଦେଖନ୍ତୁ ଭିଡିଓ ; ଜାଲରେ ପଡିଲା ‘ଅଜବ ମାଛ’, ଜାପାନ ପରେ ଭାରତରେ ଆଣିବ କି ପ୍ରଳୟ!

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories