www.samajalive.in
Sunday, December 7, 2025
16.1 C
Bhubaneswar

କରୋନା ସଂକ୍ରମଣକୁ ରୋକିବା ପାଇଁ ପୌରପ୍ରଶାସନ ପକ୍ଷରୁ ସଚେତନତାମୂଳକ ପଦକ୍ଷେପ ଗ୍ରହଣ

ଯାଜପୁର : କରୋନା ସଂକ୍ରମଣକୁ ରୋକିବା ପାଇଁ ଯାଜପୁର ପୌରପ୍ରଶାସନ ପକ୍ଷରୁ ବୁଧବାର ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି । ପୌରପରିଷଦର ପୂର୍ବତନ ଅଧକ୍ଷ ଭବପ୍ରସାଦ ଦାସଙ୍କ ନେତୃତ୍ୱରେ ସ୍ୱେଚ୍ଛାସେବୀ ମାନେ ବିଭିନ୍ନ ୱାର୍ଡରେ ବୁଲି ଲୋକଙ୍କୁ ସଫାସୁତୁରା ହୋଇ ରହିବାକୁ ପରାମର୍ଶ ଦେଇଛନ୍ତି । ପୌରପାଳିକାର ଡାକ୍ତର ମଧ୍ୟ ଏହି ଟିମରେ  ସାମିଲ ହୋଇ ହାତ ଧୋଇବା କୌଶଳ ଶିଖାଇବା ସହିତ ସନ୍ଦିଗ୍ଧ ବ୍ୟକ୍ତିଙ୍କ ପରିକ୍ଷା ମଧ୍ୟ କରୁଛନ୍ତି । ବିଭିନ୍ନ ସ୍ଥାନରେ ହାତ ଧୋଇବା ପାଇଁ ସାବୁନ ପ୍ରଦାନ କରାଯାଉଛି । ସମସ୍ତଙ୍କୁ ମାସ୍କ ପିନ୍ଧିବା ପାଇଁ ମଧ୍ୟ ପରାମର୍ଶ ଦିଆଯାଉଛି । ଡାକବାଜି ଯନ୍ତ୍ରରେ ଗୋଟିଏ ସ୍ଥାନରେ ଏକାଠି ନ ହେବା ସହିତ ପ୍ରତ୍ୟେକ ବ୍ୟକ୍ତି ନିର୍ଦ୍ଧିଷ୍ଟ ଦୂରତାରେ ଛିଡା ହେବା ପାଇଁ ମଧ୍ୟ ପରାମର୍ଶ ଦିଆଯାଇଛି । ଆସନ୍ତା ୨୧ ତାରିଖ ଦିନ ହେବାକୁ ଥିବା ବାରୁଣୀ ବୁଡକୁ ମଧ୍ୟ ବାତିଲ କରାଯାଇଛି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories