www.samajalive.in
Sunday, December 7, 2025
18.1 C
Bhubaneswar

ବ୍ରାହ୍ମଣୀ ଶାଖା କେଲୁଅ ନଦୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ

ଯାଜପୁର:ବ୍ରାହ୍ମଣୀ ଶାଖା କେଲୁଅ ନଦୀରେ ବୁଡି ଚାଲିଗଲା ବୃଦ୍ଧଙ୍କ ଜୀବନ। ଏଭଳି ଅଘଟଣ ଘଟିଛି ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ସାଉଡ଼ିଆ ପଞ୍ଚାୟତର ବାଲିକୁଦା ଘାଟରେ। ମୃତକ ହେଲେ ବାଲିକୁଦା ଗ୍ରାମର କୁଳମଣି ପ୍ରଧାନ (୬୨)। ସେ ଆଜି ନଦୀକୁ ଶୌଚ ହେବାକୁ ଯିବା ସମୟରେ ଗୋଡ ଖସିଯିବାରୁ ନଦୀରେ ବୁଡିଯାଇଥିଲେ।
ଖବର ପାଇ ରସୁଲପୁର ଅଗ୍ନିଶମ ବାହିନୀର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବହୁ ସମୟ ଖୋଜାଖୋଜି କରିବା ପରେ କୁଳମଣିଙ୍କୁ ମୃତ ଅବସ୍ଥାରେ ନଦୀରୁ ଉଦ୍ଧାର କରିଥିଲେ। ପରେ ବାଲିଚନ୍ଦ୍ରପୁର ପୋଲିସ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ଘଟଣାର ତଦନ୍ତ ଚଳାଇଛି

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories