www.samajalive.in
Sunday, November 16, 2025
15.1 C
Bhubaneswar

ସ୍ୱର୍ଗତ କଳ୍ପତରୁ ଦାସଙ୍କ ୬ଷ୍ଠ ଶ୍ରାଦ୍ଧ ବାର୍ଷିକ ଅବସରରେ  ଆୟୋଜିତ  ରକ୍ତଦାନ ଶିବିର୧୦୩୧ ରକ୍ତ ସଂଗ୍ରହ

ଯାଜପୁର :  ଧର୍ମଶାଳା ପୂର୍ବତନ ବିଧାୟକ, ପୂର୍ବତନ ମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ସ୍ବର୍ଗତ କଳ୍ପତରୁ ଦାସଙ୍କ ଷଷ୍ଠଶ୍ରାଦ୍ଧ ବାର୍ଷିକ ଅବସରରେ ଓଡିଶା ମୋ ପରିବାର ତରୁଫରୁ ରକ୍ତଦାନ ଶିବିର ଧର୍ମଶାଳା ନିବାର୍ଚ୍ଚନ ମଳୀରେ ୬ଗୋଟି ସ୍ଥାନରେ ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ମୋଟ ୧୦୩୧ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା । ଉକ୍ତ ରକ୍ତଦାନ ଶିବିରରେ ବିଜୁ ମହିଳା ଜନତା ଦଳ ରାଜ୍ୟ ସଭାପତି ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ, ବିଜୁ ଯୁବ ଜନତା ଦଳ ରାଜ୍ୟ ସଭାପତି ବିଧାୟକ ବ୍ୟୋମକେଶ ରାୟ, ଯାଜପୁର ପୂର୍ବତନ ସାଂସଦ ଓ ଓଡିଶା ମୋ ପରିବାର ସଦସ୍ୟା ରୀତା ତରାଇ ଓ  ସଞ୍ଜୀବ ମଲ୍ଲିକ୍, କୋରେଇ ବିଧାୟକ ଅଶୋକ ବଳ, ଧର୍ମଶାଳା ବିଧାୟକ ପ୍ରଣବ କୁମାର ବଳବନ୍ତରାୟ, ବିଜୁ ମହିଳା ଜନତା ଦଳ ଯାଜପୁର ଜିଲ୍ଲା ସଭାପତି ସବିତା ରାଉତ, ଧର୍ମଶାଳା ପାୟତ ସମିତି ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ଜିଲ୍ଲା ସାଧାରଣ ସମ୍ପାଦକ ଡ. ପ୍ରିୟନାଥ ମହାପାତ୍ର, ଧର୍ମଶାଳା ବ୍ଲକ୍ ସଭାପତି ଜଳଧର ମହାନ୍ତି, ରସୁଲପୁର ବ୍ଲକ୍ ସଭାପତି ଅରୁଣ ରାଉତ, ବିଧାୟକଙ୍କ ପ୍ରତିନିଧି ନିର୍ମଳ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ନିରଞ୍ଜନ ରାଉତ, ଜିଲ୍ଲା ପରିଷଦ ସଭ୍ୟା ପ୍ରଣତୀ ଲେଙ୍କା, ମମତା ଦପାଟ, ଧର୍ମଶାଳା ବିଜୁ ଯୁବ ଜନତା ଦଳ ସଭାପତି କ୍ଷୀତିଶ ନାୟକ, ଧର୍ମଶାଳା ବ୍ଲକ୍ ଛାତ୍ର ସଭାପତି ଜଗଦାନନ୍ଦ ରାଉତ, ଜିଲ୍ଲା ଛାତ୍ର ସଭାପତି ସୌମ୍ୟରଞ୍ଜନ ବିଶ୍ୱାଳ, ବିକାଶ ଦାସ, ପ୍ରହଲ୍ଲାଦ ଲେଙ୍କା, ଦୁଶାସନ ସାହୁ, ମଦନ ମୋହନ ନାୟକ, ଅମରେନ୍ଦ୍ର ନାୟକ, ପିତାମ୍ବର ନାୟକ, ବିଶ୍ୱନାଥ ପା, ବିକ୍ରମ ବିଶ୍ୱାଳ, ଜଳଧର ସାହୁ, ବଟକୃଷ୍ଣ ରାଉତ, ଶରତ ନାୟକ, ସୁବ୍ରତ ଧଳ, ଯଚିନ୍ଦ୍ର ପ୍ରଧାନଙ୍କ ସମେତ ବିଜୁ ଜନତା ଦଳର ସମସ୍ତ କର୍ମର୍କା ଓ ସମସ୍ତ ଶାଖା ଯଥା- ଯୁବ, ଛାତ୍ର, ମହିଳା ଏବଂ ଗାର୍ଲସ ୱିଙ୍ଗ୍ ଉପସ୍ଥିତ ରହି ସହଯୋଗ କରିଥିଲେ ।

Hot this week

ହ୍ୟୁମାନ ସାଗର ସଙ୍କଟାପନ୍ନ, ଏମ୍ସ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ହ୍ୟୁମାନ ସାଗର ଙ୍କ ସ୍ବାସ୍ଥ୍ୟ ଅବସ୍ଥା ଚିନ୍ତା...

ସ୍ଥାୟୀ ଜମି ପଟ୍ଟା ପ୍ରଦାନ ପାଇଁ ମାହେଶ୍ୱରୀ ସେନାର ଦାବି

ରେଙ୍ଗାଲିକ୍ୟାମ୍ପ ୧୫/୧୧: ଦୀର୍ଘ ୪୦ବର୍ଷ ଧରି ଗୋଡ଼ଭଗା ଛକ ନିକଟ ରାସ୍ତା...

କିଲାକିଆ ସେବାଶ୍ରମରେ ପିତାମାତା ସହଭାଗିତା କାର୍ଯ୍ୟକ୍ରମ

ଜି.ଉଦୟଗିରି,୧୫/୧୧: ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗ କଲ୍ୟାଣ...

ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍

ସମାଜ ନ୍ୟୁଜ ଡେସ୍କ- ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଶନିବାର...

୧୦ ଡିଗ୍ରୀ ତଳେ କନ୍ଧମାଳର ୨ ସହର

ଭୁବନେଶ୍ବର : ରାଜ୍ୟରେ ଧୀରେ ଧୀରେ ଶୀତ ବଢୁଛି। କନ୍ଧମାଳ ଜିଲାର...

Related Articles

Popular Categories