ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକର ଦ୍ଵିତୀୟ ଥର ଭାବେ ପ୍ରଭାତ କୁମାର ବଲବନ୍ତରାୟ ଅଧକ୍ଷ ଭାବେ ନିର୍ଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ, ବିଧାୟକ ପ୍ରଣବ କୁମାର ବଳବନ୍ତରାୟ ଓ ଧର୍ମଶାଳାବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରଭାତ।
Popular Categories



