www.samajalive.in
Saturday, December 6, 2025
16.1 C
Bhubaneswar

ଯାଜପୁର ସଡକ ଦୁର୍ଘଟଣା: ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା, ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର- ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳ ରେ ଏକ ଯାତ୍ରୀ ବାହୀ ବସ ଫ୍ଲାଏ ଓଭରରୁ ତଳକୁ ଖସିବା ଘଟଣାରେ ୫ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories