www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଘଟଣା ନେଲା ବାପାପୁଅଙ୍କ ଜୀବନ

ଯାଜପୁର: ଦୁର୍ଘଟଣାରେ ବାପା ପୁଅ ମୃତ । ଯାଜପୁର ସଦର ଥାନା ବରୁହାଁ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ସିମିଳିଆ ପଞ୍ଚାୟତର ସଇଁନ୍ଦା ଜେନା ଓ ତାଙ୍କ ପୁଅ ମୁନା ଜେନା ସମ୍ପର୍କୀୟଙ୍କ ଘରକୁ ବାଇକ୍ ଯୋଗେ ଯାଉଥିଲେ। ଫେରିବା ବେଳକୁ ଏକ ଟିପ୍ପର ସେମାନଙ୍କୁ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାପାଙ୍କର ମୃତ୍ୟୁ ହୋଇଥିବାବେଳେ ପୁଅକୁ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories