ଯାଜପୁର: ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା କରାଯାଇଥିବା ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି। ଯାଜପୁର ରୋଡ ଥାନା ସୋବରାରେଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୂର୍ବ ଶତ୍ରୁତାରୁ ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛି। ଯାଜପୁର ରୋଡ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



