ବାଲେଶ୍ୱର : ବାଲେଶ୍ୱର ଜିଲା ବସ୍ତା ମଥାନୀ ଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଜଳକା ନଦୀର ବିପଦ ସଙ୍କେତ ୫.୫ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳସ୍ତର ୬.୨୩ ମିଟର ରହିଛି। ଜଳକାରେ ଜଳସ୍ତର ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏହାସହ କେତେକ ଚାଷ ଜମିରେ ପାଣି ପ୍ରବେଶ କରିଛି ବୋଲି ସୂଚନା ମିଳିଛି।
Popular Categories



