www.samajalive.in
Friday, December 5, 2025
17.1 C
Bhubaneswar

ଅଜଣା ଗାଡି ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ରାସ୍ତାରେ ଯୁବକଙ୍କୁ ଚାପି ଦେଲା ଅଜଣା ଗାଡି। ଚନ୍ଦନେଶ୍ଵର ତଳସାରୀ ରାସ୍ତା ବିନ୍ଧାପଦ୍ମପୁରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଅଜଣା ଗାଡି ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ବଡଗଡ ଗାଁର ହୋଇଥିବା ଜଣାପଡିଛି। ତେବେ ଘଟଣାସ୍ଥଳରେ ତଳସାରୀ ପୁଲିସ୍ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଜାରି ରଖିଛି। ଏହା ଦୁର୍ଘଟଣା ନା ଯୋଜନାବଦ୍ଧ ହତ୍ୟା ତାହା ଏପର୍ଯ୍ୟନ୍ତ ସଠିକ୍ ଭାବେ ଜଣାପଡିନାହିଁ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories