www.samajalive.in
Friday, December 5, 2025
20.1 C
Bhubaneswar

ସ୍ତ୍ରୀ ଓ ପୁଅକୁ ହାଣିଲା ବାପା

ଜଳେଶ୍ଵର: ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଦହମୁଣ୍ଡାରେ ଅଭାବନୀୟ ଘଟଣା ଘଟିଛି। ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ପୁଅକୁ ହାଣିଲା ସୈତାନ ବାପା। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ପାଟି ତୁଣ୍ତ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ଵାମୀ ଏକ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଏବଂ ପୁଅକୁ ଆକ୍ରମଣ କରିଥିଲେ।  ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ସ୍ତ୍ରୀ ଏବଂ ପୁଅକୁ ପ୍ରଥମେ କମର୍ଦ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରା । ମାତ୍ର ଅବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ କଟକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories