www.samajalive.in
Friday, December 5, 2025
23.1 C
Bhubaneswar

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ

ଜଳେଶ୍ଵର : ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଭାଇ ମୃତ। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ଥାନା ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ମୃତକ କପାସୁଦା ଗାଁର ହୋଇଥିବା ସୂଚନା ମିଳିଛି। ଆଜି ଦୁଇ ଭାଇ ବିଲକୁ ଚାଷ କାମ ପାଇଁ ଯାଇଥିଲେ। ବିଲରେ ୧୧ କେଭି ବିଦ୍ୟୁତ୍ ତାର ଛିଣ୍ଡି ପଡିଥିଲା। ଫଳରେ ଦୁଇ ଭାଇ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories