www.samajalive.in
Saturday, December 6, 2025
23.1 C
Bhubaneswar

ଡିଭାଇଡରରେ ପିଟି ହେଲା ବସ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଜଳେଶ୍ଵର : ଡିଭାଇଡରରେ ପିଟି ହେଲା ବସ୍। ଅଳ୍ପକେ ବର୍ତ୍ତଲେ ୫୦ରୁ ଅଧିକ ଯାତ୍ରୀ। ବାଲେଶ୍ଵର ଜିଲ୍ଲା ଏନଏଚ୍-୧୬ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସଟି କୋଲକାତାରୁ ସୋରକୁ ଆସୁଥିଲା। ଏହି ସମୟରେ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯାଇଥିଲା । ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି। ବସରେ ଥିବା ୫୦ରୁ ଅଧିକ ଯାତ୍ରୀ ଏକ ବଡ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ବସ୍‌ର ସମ୍ମୁଖ ଅଂଶଟି ଭାଙ୍ଗି ଯାଇଥିବା ଦେଖିବାକୁ ମିଳିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories