www.samajalive.in
Saturday, December 6, 2025
14.1 C
Bhubaneswar

୩୦ ଲକ୍ଷର ଧଳାଜହର ଜବତ

ଜଲେଶ୍ୱର : ପୁଣି ଜବତ ହେଲା ଧଳାଜହର। ବୁଧବାର ଜଳେଶ୍ୱରରୁ ୩୦୦ ଗ୍ରାମର ଧଳାଜହର ଜବତ କରାଯାଇଛି। ଚଢାଉ କରି ପୁଲିସ ଜବତ କରିଥିବା ବେଳେ ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଜବତ ଧଳାଜହରର ଆନୁମାନିକ ମୂଲ୍ୟ ୩୦ ଲକ୍ଷ ଟଙ୍କା ହେବ। ଘଟଣାର ତଦନ୍ତ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories