www.samajalive.in
Saturday, December 6, 2025
14.1 C
Bhubaneswar

ବାଲତିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ!

ଜଳେଶ୍ୱର : ବାଲତିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ଏଭଳି ଏକ ଅଭାବନୀୟ ଘଟଣା ସୋମବାର ଘଟିଛି । ପାରିବାରିକ କଳହକୁ ନେଇ ବାଣିଦା ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀକୁ ବାଲତିରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ପରେ ସ୍ୱାମୀକୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା ଆରମ୍ଭ କରିଛି । ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଘଟଣାର ତଦନ୍ତ ଜାରି ରହିଛି ।

ଡେଙ୍ଗୁରୁ ଠିକ୍‌ ହେବା ପରେ ଏମିତି ନିଅନ୍ତୁ ସ୍ୱାସ୍ଥ୍ୟର ଯତ୍ନ : ଖାଆନ୍ତୁ ଏସବୁ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories