www.samajalive.in
Tuesday, December 9, 2025
26.1 C
Bhubaneswar

ଭିଡିଓ ଭାଇରାଲ ପରେ ଥାନାରେ ବଳାତ୍କାର ଅଭିଯୋଗ କଲେ ନାବାଳିକା

ଜଳେଶ୍ୱର : ବାଲେଶ୍ୱର ଜିଲା ରାଇବଣିଆ ଥାନା ଅନ୍ତର୍ଗତ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଦଶହରା ବୁଲିବାକୁ ଯାଇଥିବା ସମୟରେ କିଛି ଯୁବକ ନାବାଳିକା ଜଣକୁ ଜଙ୍ଗଲକୁ ନେଇ ବଳାତ୍କାର କରିଥିଲେ। କିଛି ବଙ୍ଗୀୟ ଯୁବକ ବଳତ୍କାର ସମୟର ଭିଡିଓ ସୁଟିଂ ମଧ୍ୟ କରିଥିଲେ। ପରେ ନାବାଳିକା ଜଣକୁ ହତ୍ୟା ଧମକ ଦେଇ ଘଟଣାକୁ ପ୍ରଘଟ କରିବାକୁ ମନା କରିଥିଲେ। ବର୍ତ୍ତମାନ ଭିଡିଓ ଭାଇରାଲ ହେବାପରେ ନାବାଳିକା ଜଣକ ଥାନାରେ ଏତଲା ଦେଇଛନ୍ତି।

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories