www.samajalive.in
Sunday, December 7, 2025
23.1 C
Bhubaneswar

ବିଲରେ ଟଳି ପଡିଲେ ଚାଷୀ

ଜଳେଶ୍ୱର : ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଟଳି ପଡିଲେ ଚାଷୀ । ସିଲାଂ ଥାନା ଦାଣ୍ଡିପଦା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ବିଲରେ କାମ କରୁଥିବା ବେଳେ ବିଦ୍ୟୁତ ଆଘାତରେ ଚାଷୀଙ୍କ ମୃତ୍ୟୁ ଘଟିଛି । ଚାଷୀଙ୍କ ପରିଚୟ ଅସ୍ପଷ୍ଟ ରହିଛି । ସ୍ଥାନୀୟଲୋକଙ୍କ ଠାରୁ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି ।

ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ୨ୟ କିସ୍ତି ଟଙ୍କା

ଦେଖନ୍ତୁ ଭିଡିଓ ; କାର୍‌ ବାହାରେ ଠିଆ ହୋଇଥିଲା ସିଂହ, ଡୋର୍‌ ଖୋଲି ଦେଲେ ଯୁବକ, ଆଉ ତା’ରେ..

- Advertisement -

 

ମାର୍ଚ୍ଚରେ ଶୁକ୍ର ହେବେ ଅସ୍ତ ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ବଢିବ ଦରମା..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories