www.samajalive.in
Sunday, December 7, 2025
18.1 C
Bhubaneswar

ବିପଦ ସଙ୍କେତ ଡେଇଁଲା ସୁବର୍ଣ୍ଣରେଖା

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରେ ଡରାଇଲାଣି ବନ୍ୟା । ଉପର ମୁଣ୍ଡରେ ପ୍ରବଳ ବର୍ଷା ପାଇଁ ଫୁଲିବାରେ ଲାଗିଛି ସୁବର୍ଣ୍ଣରେଖା ନଦୀ । ଲଗାଣ ବର୍ଷା ଯୋଗୁଁ ରାଜଘାଟରେ ବିପଦ ସଙ୍କେତ ଡେଇଁଲା ନଦୀର ଜଳସ୍ତର । ଫଳରେ ୩ଟି ବ୍ଲକର ୧୯ଟି ପଞ୍ଚାୟତ ପ୍ରଭାବିତ ହେବା ଆଶଙ୍କା ରହିଛି । ପ୍ରଭାବିତ ହେବାକୁ ଥିବା ଗାଁରେ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ନଦୀ ଉପର ମୁଣ୍ଡରେ ଥିବା ରାସଗୋବିନ୍ଦପୁର, ସୁଳିଆ, ଚିତ୍ରଡା ପ୍ରବୃତି ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories