www.samajalive.in
Friday, December 5, 2025
23.1 C
Bhubaneswar

ପୀଡିତାଙ୍କ ପରିବାର ସହ ଆଲୋଚନା : ଜିଲ୍ଲାପାଳ

ଜଳେଶ୍ଵର: ଦୁର୍ଗାପୁର ମେଡିକାଲ କଲେଜରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା। ପୀଡିତାଙ୍କ ପରିବାର ସହ ବାଲେଶ୍ଵର ଜିଲ୍ଲା ପ୍ରଶାସନ ଆଲୋଚନା କରିଛି। ଏ ନେଇ ସୂଚନା ଦେଇଛନ୍ତି ବାଲେଶ୍ଵର ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶ। ପୁଲିସ୍‌ ଏବଂ ସମାଜ ମଙ୍ଗଳ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ପ୍ରଶାସନ ଦୁର୍ଗାପୁର ପ୍ରଶାସନ ଓ ପୀଡିତାଙ୍କ ପରିବାର ସହ ଯୋଗାଯୋଗରେ ରହିଛନ୍ତି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories