ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦଙ୍କୁ ସବୁ ଦଳର ନେତାଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ

ଡେସ୍କ: ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦଙ୍କୁ ସବୁ ଦଳର ନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଜାଲିଆନାୱାଲା ବାଗର ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋସିଆଲ ମିଡିଆରେ ଏକ ପୋଷ୍ଟରେ କହିଛନ୍ତି ଯେ ସ୍ୱରାଜ ପାଇଁ ପ୍ରାଣବଳି ଦେଇଥିବା ସମସ୍ତ ମହାନ ଆତ୍ମାଙ୍କ ନିକଟରେ ଦେଶ ସର୍ବଦା ଋଣୀ ରହିବ। ଜାଲିଆନାୱାଲା ବାଗର ସହିଦମାନଙ୍କ ଦେଶଭକ୍ତିର ଭାବନା ଆଗାମୀ ପିଢ଼ିକୁ ପ୍ରେରଣା ଯୋଗାଇବ ବୋଲି ରାଷ୍ଟ୍ରପତି ବିଶ୍ୱାସ ବ୍ୟକ୍ତ … Continue reading ଜାଲିଆନାୱାଲା ବାଗ ହତ୍ୟାକାଣ୍ଡର ସହିଦଙ୍କୁ ସବୁ ଦଳର ନେତାଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ