www.samajalive.in
Wednesday, December 10, 2025
16.1 C
Bhubaneswar

ଅକ୍ଟୋବର ୮ରୁ ଜାମ୍ମୁ-କାଶ୍ମୀର ପୌର ନିର୍ବାଚନ

ଶ୍ରୀନଗର : ଜାମ୍ମୁ-କାଶ୍ମୀରରେ ପୌର ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷିତ ହୋଇଛି। ଆସନ୍ତା ଅକ୍ଟୋବର ୮ରୁ ୧୬ମଧ୍ୟରେ ୪ପର୍ଯ୍ୟାୟରେ ଏହି ନିର୍ବାଚନ ହେବ ବୋଲି ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ସେହି ମାସ ୮, ୧୦, ୧୩ ଓ ୧୬ରେ ସକାଳ ୭ରୁ ଅପରାହ୍ଣ ୨ଟା ମଧ୍ୟରେ ମତଦାନ କରାଯିବ ଏବଂ ୨୦ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ ବୋଲି ଆୟୋଗଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

Related Articles

Popular Categories