www.samajalive.in
Saturday, December 13, 2025
23.1 C
Bhubaneswar

ଶ୍ରୀନଗରରେ ଏନକାଉଣ୍ଟର, ୨ ଆତଙ୍କବାଦୀ ନିହତ

ଜମ୍ମୁ-କାଶ୍ମୀର: ଶ୍ରୀନଗରରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ । ଶ୍ରୀନଗରର ଡାକୁଆ ଅଞ୍ଚଳରେ ଏନକାଉଣ୍ଟର ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି । ମୃତ ୨ ଆତଙ୍କବାଦୀ ଲସ୍କର-ଇ-ତୋଇବାରର ସଦସ୍ୟ ହୋଇଥିବା ଜଣାପଡ଼ିଛି । ଏନକାଉଣ୍ଟର ସମୟରେ ସେମାନଙ୍କ ନିକଟରୁ ୨ଟି ବନ୍ଧୁକ ସହ ବିଭିନ୍ନ ମାରଣାସ୍ତ୍ର ଜବତ କରାଯାଇଛି । ତେବେ ମୃତ ୨ ଆତଙ୍କବାଦୀଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି । ତାର ନାଁ ଇଖଲାକ ହାଜମ ହୋଇଥିବା ବେଳେ ସେ ଅନନ୍ତନାଗ ହସନପୋରାରେ ଏଚ ସି ଅଲି ମୋହମ୍ମଦଙ୍କ ହତ୍ୟା ଘଟଣାରେ ସାମିଲ ଥିଲା ବୋଲି ସୂଚନା ଦେଇଛି ସୁରକ୍ଷାବାହିନୀ । ହେଲେ ଅନ୍ୟଜଣଙ୍କ ପରିଚୟ ମିଳିପାରିନାହିଁ ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories