www.samajalive.in
Sunday, December 14, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ

ଶ୍ରୀନଗର: ଜମ୍ମୁକାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲା ଜଣେ ଆତଙ୍କବାଦୀ । ଶ୍ରୀନଗର ଜିଲ୍ଲା ହରୱାନ ଦରବାଗ ଧରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ସମ୍ପୃକ୍ତ ଅଞ୍ଚଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି ସୁରକ୍ଷାକର୍ମୀ । ଏନେଇ କାଶ୍ମୀର ଜୋନ୍ ପୋଲିସ ଟ୍ୱିଟ ଜରିଆରେ ସୂଚନା ଦେଇଛି  । କାଶ୍ମୀର ପୋଲିସ ମୁଖ୍ୟ କହିଛନ୍ତି, ଏକ ସୂଚନାକୁ ଆଧାର କରି ପୋଲିସ ଏବଂ ସିଆରପିଏଫର ହରୱାନ ଅଞ୍ଚଳରେ ମିଳିତ ଅପରେସନ ଆରମ୍ଭ କରିଥିଲେ । ଫଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଜଣେ ଆତଙ୍କବାଦୀର ମୃତ୍ୟୁ ହୋଇଛି । ତେବେ ନିହତ ଆତଙ୍କବାଦୀ ଜଣକ ବିଦେଶର ହୋଇଥିବା ବେଳେ ତାର ପରିଚୟ ମିଳିପାରିନାହିଁ ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories