www.samajalive.in
Friday, December 5, 2025
20.1 C
Bhubaneswar

ଆତଙ୍କୀଙ୍କ କ୍ୟାମ୍ପ ଧ୍ବଂସ କଲେ ଯବାନ

ନୂଆଦିଲ୍ଲୀ: ପୁଣି ଯବାନଙ୍କୁ ଏକ ବଡ ସଫଳତା ମିଳିଛି। ଜମ୍ମୁ କାଶ୍ମୀର ପୁଞ୍ଛରେ ଥିବା ଆତଙ୍କବାଦୀଙ୍କ କ୍ୟାମ୍ପକୁ ଯବାନମାନେ ଧ୍ବଂସ କରିଦେଇଥିବା  ସୂଚନା ମିଳିଛି। ତେବେ ଘଟଣାସ୍ଥଳରୁ ହାଣ୍ଡ ଗ୍ରେନେଡ୍ ସହ କିଛି ପାକିସ୍ତାନୀ ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ  କରାଯାଇଛି। ବର୍ତ୍ତମାନ୍ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପୁରା ଅଞ୍ଚଳରେ ସର୍ଚ୍ଚ ଅପରେସନ୍ କୁ ଜୋରଦାର କରାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories