www.samajalive.in
Monday, December 15, 2025
16.1 C
Bhubaneswar

ପୁଲଓ୍ବାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିପାତ

ନୂଆଦିଲ୍ଲୀ: ଜମ୍ମୁ କାଶ୍ମୀର ପୁଲଓ୍ବାମାରେ ଆତଙ୍କୀ ନିପାତ ଅଭିଯାନ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି। ଆହୁରି ୩ରୁ ଅଧିକ ଆତଙ୍କବାଦୀ ଲୁଚି ରହିଥିବାର ସନ୍ଦେହ କରାଯାଉଛି। ତେଣୁ ସର୍ଚ୍ଚ ଅପରେସନ କୁ ଜୋରଦାର କରାଯାଇଛି। ୪୮ ଘଣ୍ଟା ଭିତରେ କାଶ୍ମୀରରେ ଏହା ଦ୍ଵିତୀୟ ଏନକାଉଣ୍ଟର। ପୂର୍ବରୁ ୧୩ ତାରିଖରେ ଏନକାଉଣ୍ଟର କରାଯାଇଥିଲା। ଏଥିରେ ୩ ଜଣ ଆତଙ୍କୀ ନିହତ ହୋଇଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories