www.samajalive.in
Saturday, December 13, 2025
26.1 C
Bhubaneswar

ଟଳିଲେ ଆଉ ୨ ଆତଙ୍କବାଦୀ

ଶ୍ରୀନଗର: ଜମ୍ମୁକାଶ୍ମୀରର କୁଲଗାମରେ ଏନକାଉଣ୍ଟର । ସୁରକ୍ଷାବାହିନୀଙ୍କ ଗୁଳିରେ ଟଳିଲେ ଆଉ ୨ ଆତଙ୍କବାଦୀ । ମୃତ ଆତଙ୍କବାଦୀଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ ହୋଇଛି । ଘଟଣାସ୍ଥଳରେ ଏବେ ବି ସର୍ଚ୍ଚ ଅପରେସନ ଜାରି ରଖିଛି ସୁରକ୍ଷାବାହିନୀ । ସୂଚନା ଅନୁଯାୟୀ ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀ ମାନେ ରହିଥିବା ସୁରକ୍ଷାବାହିନୀ ଖବର ପାଇଥିଲା । ପରେ ସେହି ଅଞ୍ଚଳକୁ କାବୁ କରିବା ସହ ସର୍ଚ୍ଚ ଅପରେସନ ଜାରି ରଖିଥିଲା । ପରେ ସୁରକ୍ଷାବାହିନୀର ଗୁଳିରେ ୨ଜଣଆତଙ୍କବାଦୀର ମୃତ୍ୟୁ ହୋଇଛି । ଏବଂ ସେମାନଙ୍କ ନିକଟରୁ ଏକେ ୫୬ ରାଇଫଲ ଏବଂ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି। କାଶ୍ମୀରର ଇନ୍ସପେକ୍ଟର ଜେନେରାଲ ବିଜୟ କୁମାର କହିଛନ୍ତି, ନିହତ ହୋଇଥିବା ସମସ୍ତ ଆତଙ୍କବାଦୀ ଜୈଶ-ଇ-ମହମ୍ମଦଙ୍କ ସହ ଜଡିତ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories