BJD Bijuli 480×75 Mob

ଅନୁପ୍ରବେଶକାରୀଙ୍କୁ ଏନକାଉଣ୍ଟର

BJD Bijuli 480×75 Mob

ଜାମ୍ମୁ କାଶ୍ମୀର: ଅନୁପ୍ରବେଶ ବେଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର। ଜାମ୍ମୁ କାଶ୍ମୀରର ସାମ୍ବା ସେକ୍ଟରରେ ଏନକାଉଣ୍ଟର ହୋଇଛି। ବିଏସଏଫ୍ ଯବାନଙ୍କ ଗୁଳିରେ ଅନୁପ୍ରବେଶକାରୀ ନିହତ ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ମଧ୍ୟ ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Comments are closed.