www.samajalive.in
Friday, December 5, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଟଳିଲା ଆତଙ୍କୀ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ଜୋରଦାର ଚାଲିଛି ଆତଙ୍କୀ ନିପାତ ଅଭିଯାନ। କାଶ୍ମୀରରେ ଥିବା ସବୁ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ କୁ ଜୋରଦାର କରାଯାଇଛି। ଆଜି ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ସୁରକ୍ଷାକର୍ମୀମାନେ ଏନକାଉଣ୍ଟର କରିଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସର୍ଚ୍ଚ ଅପରେସନ୍ ରେ ସାମିଲ ଥିବା ଡ୍ରୋନ୍ କ୍ୟାମେରା ମାଧ୍ୟମରେ ଆତଙ୍କବାଦୀଙ୍କ ମୃତଦେହ ଚିହ୍ନଟ କରାଯାଇଛି। ମୃତଦେହ ନିକଟରୁ ଅତ୍ୟାଧୁନିକ ଏମ-୪ ରାଇଫଲ ମଧ୍ୟ ଠାବ କରାଯାଇଛି । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories