www.samajalive.in
Saturday, December 6, 2025
26.1 C
Bhubaneswar

ସର୍ଭିସ ରାଇଫଲରୁ ଗୁଳି ଫୁଟି ଯବାନ ମୃତ

ଜାମ୍ମୁ : ଜାମ୍ମୁ-କାଶ୍ମୀରର ରାଜୌରୀ ଜିଲାରେ ନିଜର ସର୍ଭିସ ରାଇଫଲରୁ ଅକସ୍ମାତ ଗୁଳି ଫୁଟି ଜଣେ ଯବାନ ପ୍ରାଣ ହରାଇଥିବା ଜଣାପଡିଛି। ରାଜୌରୀ ସହରରୁ ୪୦ କିମି ଦୂର ସୋଲକି ଗ୍ରାମରେ ଥିବା ୫୪ ରାଷ୍ଟ୍ରୀୟ ରାଇଫଲ୍‌ସରେ ଏହି ଯବାନ ଜଣକ ସେଣ୍ଟ୍ରି ଭାବେ କାର୍ଯ୍ୟରତ ଥିଲେ। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବାବେଳେ ସେନା ପକ୍ଷରୁ ବିଭାଗୀୟ ତଦନ୍ତ ନିର୍ଦେଶ ଦିଆଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories