www.samajalive.in
Friday, December 5, 2025
26.1 C
Bhubaneswar

ଜାମ୍ମୁ-କଶ୍ମୀରରେ ଏନସି ମେଣ୍ଟ ଆଗୁଆ; ପଛରେ ପଡ଼ିଲା ବିଜେପି

ସମାଜ ଡିଜିଟାଲ ଡେସ୍କ: ୯୦ ଆସନ ବିଶିଷ୍ଟ ଜାମ୍ମୁ-କଶ୍ମୀର ବିଧାନସଭାରେ ଆଜି ଆସିବ ନିର୍ବାଚନ ଫଳାଫଳ। ପ୍ରାରମ୍ଭିକ ଗଣତି ଅନୁସାରେ ଏଠାରେ ବିଜେପିକୁ କଡା ଟକ୍କର ଦେଇ ଏନସି ଓ କଂଗ୍ରେସ ଆଗୁଆ ରହିଛି। ଏନସି ମେଣ୍ଟ ୪୭ସିଟରେ ଆଗୁଆ ରହିଥିବା ବେଳେ ବିଜେପି ୨୫ସିଟରେ ଓ ପିଡିପି ୩ଟି ସିଟରେ ଆଗୁଆ ରହିଛି। ତେବେ କିଏ ଏଠାରେ ସରକାର ଗଢିବ ତାହା ଉପରେ ନଜର ରହିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories