www.samajalive.in
Sunday, December 7, 2025
23.1 C
Bhubaneswar

ଜାମ୍ମୁ-କାଶ୍ମୀରରେ ସୁରକ୍ଷାକର୍ମୀଙ୍କ ଗାଡିକୁ ଗୁଳିମାଡ ଘଟଣା; ୩ ଆତଙ୍କୀ ନିହତ..

ଶ୍ରୀନଗର : ଜାମ୍ମୁ-କାଶ୍ମୀରର ଅଖନୁର ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗାଡିକୁ ଗୁଳିମାଡ ଘଟଣାରେ ଗୁଳିମାଡ କରିଥିବା ୩ ଆତଙ୍କବାଦୀ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରି ଗୁଳି ଚାଳନା କରିଥିଲେ । ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।
ସୋମବାର ଜମ୍ମୁ-କାଶ୍ମୀରର ଅଖନୁରରେ ଆତଙ୍କବାଦୀମାନେ ସେନା ଗାଡ଼ି ଉପରକୁ ଆକ୍ରମଣ କରିଥିଲେ। ଗୁଳି ଚଳାଇଥିବା ଆତଙ୍କବାଦୀଙ୍କ ସଂଖ୍ୟା ତିନିରୁ ଚାରି ବୋଲି ଜଣାପଡିଥିଲା। ଆତଙ୍କବାଦୀମାନେ ସ୍ଥାନୀୟ ମନ୍ଦିର ଆଖପାଖରେ ଲୁଚି ରହି ଥିଲେ। ଆକ୍ରମଣ ପରେ ସେନା ପକ୍ଷରୁ ବଡ଼ ଧରଣର ତଲାସି ଅଭିଯାନ ଆରମ୍ଭ ହୋଇଥିଲା।

୫୦୦ ବର୍ଷ ପରେ ଦୀପାବଳିରେ ଅଦ୍ଭୁତ ସଂଯୋଗ, ଏହି ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ..

ଧନତେରସ୍‌ରେ ଭୁଲ୍‌ରେ ବି କିଣନ୍ତୁ ନାହିଁ ଏହି ୪ଟି ଜିନିଷ; ନଚେତ୍‌..

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories