www.samajalive.in
Monday, December 15, 2025
26.1 C
Bhubaneswar

୧୫ ଅଗଷ୍ଟ ପୂର୍ବରୁ ସେନାକୁ ବଡ ସଫଳତା, ୩ ଆତଙ୍କବାଦୀ ଗିରଫ

ସମାଜ ଡିଜିଟାଲ ଡେସ୍କ: ସ୍ୱାଧୀନତା ଦିବସ ପୂର୍ବରୁ ଆତଙ୍କୀ କାର୍ଯ୍ୟକଳାପକୁ ଭଣ୍ଡୁର କରିଛି ଭାରତୀୟ ସେନା । ଦେଶରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଥିବା ବେଳେ ଜମ୍ମୁ-କାଶ୍ମୀରର ହଣ୍ଡୱାରାର କଲାମାବାଦର ୱାଜିହାମା ଅଞ୍ଚଳରେ ଭାରତୀୟ ସେନାକୁ ବଡ ସଫଳତା ମିଳିଛି । ପୁଲିସ, ସେନା ଏବଂ ସିଆରପିଏଫ୍‍ର ମିଳିତ ଅପରେସନରେ ତିନି ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଗିରଫ ଅଭିଯୁକ୍ତମାନେ ମହମ୍ମଦ ଇକବାଲ ପଣ୍ଡିତ, ସଜ୍ଜାଦ ଅହମ୍ମଦ ଶାହ ଏବଂ ଇଶଫାକ ଅହମ୍ମଦ ମାଲିକ । ସେମାନଙ୍କଠାରୁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ମଧ୍ୟ ଜବତ କରାଯାଇଛି ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories